Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଡାକ୍ତରଙ୍କ ପାଇଁ କାନ୍ଦିଲେ ଗ୍ରାମବାସୀ

8/06/2018 at 10:01 AM

ଡାକ୍ତରଙ୍କ ବିଦାୟ ସମ୍ବର୍ଧନାରେ ଡାକ୍ତରଙ୍କ ସେବା,ଚିକିତ୍ସା ଓ ବ୍ୟବହାରକୁ ଝୁରି କାନ୍ଦିଲେ ଲୋକେ | ନବରଙ୍ଗପୁର ତେନ୍ତୁଳୀଖୁଣ୍ଟି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୮ ବର୍ଷ ଧରି ଡାକ୍ତର କିଶୋର ଚନ୍ଦ୍ର ଦାସ ରୋଗୀ ସେବା କରୁଥିଲେ | ତେବେ ଡାକ୍ତରଙ୍କ ନିସ୍ଵାର୍ଥପର ରୋଗୀସେବା ପାଇଁ ପାଇଁ ଅଶ୍ରୁଳ ବିଦାୟ ସହ ଏକ ସଭାର ଆୟୋଜନ କରିଥିଲେ ସ୍ଥାନୀୟ ଲୋକେ |

Leave a Reply

   Related Posts