Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଫାଭିପିରାଭିର୍‌ ମେଡିସିନ୍‌ ବ୍ୟବହାର ନେଇ ଟିପ୍ସ ଦେଲେ ଡାକ୍ତର ଜୟନ୍ତ ପଣ୍ଡା: କହିଲେ, ‘ପ୍ରାଥମିକ ଅବସ୍ଥାରେ ଦେଲେ ସ୍ବାସ୍ଥ୍ୟରେ ଉନ୍ନତି ଆସିଥାଏ’

5/10/2020 at 6:44 PM

ଭୁବନେଶ୍ବର୫/୧୦: କରୋନା ଚିକିତ୍ସା ନେଇ ରାଜ୍ୟ ସରକାରଙ୍କ ପ୍ରେସମିଟ୍‌।ଫାଭିପିରାଭିର୍‌ ମେଡିସିନ୍‌ ବ୍ୟବହାର ନେଇ ଟିପ୍ସ ଦେଲେ ଡାକ୍ତର ଜୟନ୍ତ ପଣ୍ଡା । ହୋମ୍‌ ଆଇସୋଲେସନ୍‌ରେ ରହିଲେ ଫାଭିପିରାଭିର୍ ଦିଆଯାଉଛି।ଆକ୍ରାନ୍ତଙ୍କୁ ପ୍ରାଥମିକ ଅବସ୍ଥାରେ ଦେଲେ ସ୍ବାସ୍ଥ୍ୟରେ ଉନ୍ନତି ଆସିଥାଏ।‘ଆକ୍ରାନ୍ତଙ୍କୁ ୫ ଦିନ ସେବନ କରିବାକୁ ବ୍ୟବସ୍ଥା କରାଯାଇଛି।‘ଫାଭିପିରାଭିର୍ ଭାଇରସ୍‌ର ମାତ୍ରା ଓ ପ୍ରଭାବ କମାଇଥାଏ।ଏହାର ଉପଯୁକ୍ତ ସେବନ କାଶ ଓ ଜ୍ବରକୁ କମାଇଥାଏ। ଲକ୍ଷଣହୀନ ରୋଗୀଙ୍କୁ ଫାଭିପିରାଭିର୍ ଦିଆଯାଏ ନାହିଁ।

ରୋଗୀଙ୍କୁ ପାଞ୍ଚଦିନ ପାଇଁ ଫାଭିପିରାଭିର ଦେବା ବ୍ୟବସ୍ଥା କରାଯାଇଛି । ଲକ୍ଷଣହୀନ ରୋଗୀଙ୍କୁ ଏହା ଦିଆଯିବ ନାହିଁ, କେବେଳ ଲକ୍ଷଣଯୁକ୍ତ ରୋଗୀଙ୍କୁ ଦିଆଯିବ । ଗର୍ଭବତୀ ମହିଳା , ଛୋଟ ପିଲା ଫାଭିପିରାଭିର ଖାଇପାରିବେ ନାହିଁ । ରୋଗ ଚିହ୍ନଟ ହେବା ମାତ୍ରେ ପ୍ରଥମ ଦିନରୁ ଫାଭିପିରାଭିର ଦିଆଯାଇପାରିବ । କଟକ, ଭୁବନେଶ୍ୱର ଓ ପୁରୀରେ ଆକ୍ରାନ୍ତଙ୍କୁ ଏହା ଯୋଗାଇ ଦିଆଯାଉଛି । ଫାଭିପିରାଭିର ଖାଇଲା ପରେ ପାଶ୍ୱର୍ ପ୍ରତିକ୍ରିୟା ଦେଖା ଦେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।

   Related Posts