Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||

ଡାକ୍ତର, ନର୍ସ ଓ ସିକ୍ୟୁରିଟି ଗାର୍ଡଙ୍କୁ ମାଡ : ସିସିଟିଭିରେ କଏଦ ହେଲା ଭିଡିଓ

20/07/2021 at 10:32 AM

ବାଲିପାଟଣା ୨୦।୭: ରାଜଧାନୀ ଉପକଣ୍ଠ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଜଣେ କାର୍ଯ୍ୟରତ ଡାକ୍ତର, ନର୍ସ ଏବଂ ସିକ୍ୟୁରିଟି ଗାର୍ଡଙ୍କୁ ଦୁଇ ଦୁର୍ବୃତ୍ତ ମାଡ ମାରିଛନ୍ତି । ଦୁର୍ବୃତ୍ତଙ୍କ ମାଡରେ ଡାକ୍ତର ରତିରଞ୍ଜନ ସ୍ଵାଇଁ ଆହତ ହୋଇଛନ୍ତି । ମାଡ ମାରିବାର ଭିଜୁଆଲ ସିସିଟିଭିରେ କଏଦ ହୋଇଛି ।

ଉଲ୍ଲେଖଯୋଗ୍ୟ ଯେ, ସୋମବାର ରାତି ପ୍ରାୟ ୧୧ଟା ସମୟରେ ଡାକ୍ତର ରତିରଞ୍ଜନ ସ୍ଵାଇଁ ମେଡିକାଲରେ ରେଗୀ ଚିକିତ୍ସା କରୁଥିଲେ । ଏହି ସମୟରେ ଅଠାର ଗ୍ରାମର ଚିତରଞ୍ଜନ ବେହେରା ସ୍ଵାସ୍ଥ୍ୟ ସମସ୍ୟା ଥିବାରୁ ମେଡିକାଲ ଆସିଥିଲେ । ଡାକ୍ତର ରତିରଞ୍ଜନ ଏକ ଇଞ୍ଜେକସନ୍‌ ଦେବାପାଇଁ ପ୍ରେସକ୍ରାଇବ୍‌ କରିଥିଲେ । କାର୍ଯ୍ୟରତ ନର୍ସ ସିଲା ସାହୁ ଇଞ୍ଜେକସନ୍ ଦେବାକୁ ଆସିବା ଭିତରେ କାହିଁକି ବିଳମ୍ବ ହେଉଛି ବୋଲି ଚିତରଞ୍ଜନ ଏବଂ ତାଙ୍କର ଜଣେ ସହଯୋଗୀ ପାଟିତୁଣ୍ଡ କରିଥିଲେ ।  ସିକ୍ୟୁରିଟି ଗାର୍ଡ ସେମାନଙ୍କୁ ବୁଝାଇବାକୁ ଚେଷ୍ଟା କରିବା ବେଳେ ସେମାନେ ଡାକ୍ତର ରତିରଞ୍ଜନ, ନର୍ସ ସିଲା ଏବଂ ସିକ୍ୟୁରିଟି ଗାର୍ଡଙ୍କୁ ମାଡ ମାରିଥିଲେ।

ଦୁର୍ବୃତ୍ତଙ୍କ ମାଡରେ ତିନି ଜଣ ଆହତ ହୋଇଛନ୍ତି । ମାଡ ମାରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ଦୁଇ ଦୁର୍ବୃତ୍ତ । ଖବର ପାଇ ବାଲିପାଟଣା ପୋଲିସ ମେଡିକାଲ ପରିସରରେ ପହଞ୍ଚିବା ବେଳକୁ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ।

   Related Posts