Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୋବାଇଲ ଲାଇଟ୍‌ରେ ରୋଗୀଙ୍କ ଅପରେସନ

7/10/2018 at 10:21 AM

କେନ୍ଦୁଝର ୭|୧୦:   ମୋବାଇଲ ଲାଇଟରେ ଅପେରସନ । କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୋବାଇଲ ଲାଇଟରେ ଜଣେ ରୋଗୀଙ୍କୁ ଅପରେସନ କରାଯାଉଥିବା ଦୃଶ୍ୟ ଦେଖିବାକୁ ମିଳିଛି। । ବଡ଼ବିଲ ଅଂଚଳର ଜଣେ ମହିଳାଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରି ତାଙ୍କ ତଣ୍ଟି କାଟି ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ପ୍ରଥମେ ବଡ଼ବିଲ ଡାକ୍ତରଖାନା ଏବଂ ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ ମେଡିକାଲରେ ବିଦ୍ୟୁତ୍ ସରବରାହ ବନ୍ଦ ଥିବାରୁ ଡାକ୍ତର ବାଧ୍ୟ ହୋଇ ମୋବାଇଲ ଟର୍ଚରେ ତାଙ୍କର ଅପରେସନ କରିଥିଲେ । ପରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ମହିଳାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

   Related Posts