Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗ୍ୟାଙ୍ଗଷ୍ଚର ହାଇଦର ଗିରଫ ।। ତେଲେଙ୍ଗାନାରୁ ଗିରଫ କଲା ପୋଲିସ
  • ||
  • ଅନ୍ୟ ରାଜ୍ୟକୁ ବସ ସେବା ବନ୍ଦ, ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ, କୋଚିଂ ସେଣ୍ଟରରେ ଅଫ୍‌ଲାଇନ୍‌ କ୍ଲାସ୍‌ ମନା । ବିବାହ ପାଇଁ ସର୍ବାଧିକ ୫୦ ଜଣ ଏବଂ ଅନ୍ତିମ ସଂସ୍କାର ପାଇଁ ଅତିବେଶୀରେ ୨୦ ଜଣଙ୍କୁ ଅନୁମତି
  • ||
  • ବାକି ୨୦ ଜିଲ୍ଲାର ସହରାଞ୍ଚଳରେ କାଲିଠୁ ନାଇଟ୍‌ କର୍ଫ୍ୟୁ
  • ||
  • ଛତିଶଗଡ଼ ସୀମାନ୍ତ ୧୦ ଜିଲ୍ଲାର ସହରାଞ୍ଚଳରେ ବଦଳିଲା ନାଇଟ୍‌ କର୍ଫ୍ୟୁ ସମୟ
  • ||
  • ରାଜ୍ୟରେ ଫେରିଲା କୋଭିଡ୍‌ କଟକଣା
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷଣ ଦାୟିତ୍ୱ
  • ||
  • ୨୧ ଆଇଏଏସ୍‌ଙ୍କୁ କୋଭିଡ ପର୍ଯ୍ୟବେକ୍ଷକ ଦାୟିତ୍ବ
  • ||
  • ଭଦ୍ରକ : ବୈତରଣୀ ନଦୀରେ ବୁଡି ଭାଇ-ଭଉଣୀଙ୍କ ସଲୀଳ ସମାଧି, ପିଉସୀଙ୍କ ଘରୁ ଫେରିବା ବେଳେ ଅଘଟଣ
  • ||
  • ମାଲକାନଗିରି : ମାନିଲେନି କୋଭିଡ୍ ନିୟମ, ସିଲ୍ ହେଲା ଦୋକାନ
  • ||
  • ଧର୍ମଗଡ : ଧର୍ମଗଡ ବଣିକ ସଂଘର ବଡ ନିଷ୍ପତ୍ତି, ଶନିବାର ଓ ରବିବାର ସଂପୂର୍ଣ୍ଣ ବନ୍ଦ ରହିବ ସହର
  • ||

ଡାକ୍ତର ପଦବୀ ପୂରଣ ପାଇଁ ଅଣ୍ଟା ଭିଡିଲେ ରାଜ୍ୟ ସରକାର

28/10/2019 at 11:53 PM


ଭୁବନେଶ୍ୱର – ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ସରକାର ଅଣ୍ଟା ଭିଡିଛନ୍ତି । ଖୁବଶୀଘ୍ର ପରୀକ୍ଷା କରି ଡାକ୍ତରମାନଙ୍କୁ ନିଯୁକ୍ତି ଦେବା ପାଇଁ ସ୍ୱାସ୍ଥ୍ୟ ବିଭାଗ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦା ଓପିଏସ୍‌ସିକୁ ପତ୍ର ଲେଖିଛନ୍ତି । ୩୨୭୮ ଡାକ୍ତରପଦବୀ ପୂରଣ ପାଇଁ ପତ୍ର ଲେଖାଯାଇଛି

   Related Posts