Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ଭୁବନେଶ୍ବର ଷ୍ଟେସନ ନିକଟରୁ ଡାକ୍ତରଙ୍କ ମୃତଦେହ ଉଦ୍ଧାର

25/08/2018 at 2:10 AM

ଭୁବନେଶ୍ବର ୨୫/୮:ଭୁବନେଶ୍ବର ରେଳ ଷ୍ଟେସନର ୧ନଂ ପ୍ଲାଟଫର୍ମରୁ ଜଣେ ଡାକ୍ତରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଡାକ୍ତର ହେଉଛନ୍ତି ଜଣେ ଶିଶୁ ରୋଗ ବିଶେଷଞ ରବୀନ୍ଦ୍ର ନାଥ ରଥ। ତେବେ ଡାକ୍ତରଙ୍କ କିଭଳି ମୃତ୍ୟୁ ହୋଇଛି ସେ ନେଇ କୈାଣସି ସ୍ପଷ୍ଟ ସୂଚନା ମିଳିନାହିଁ। ମୃତ ଡାକ୍ତରଙ୍କ ଘର ସାମନ୍ତରାପୁରଠାରେ ବୋଲି ଜଣାପଡ଼ିଛି।

   Related Posts