Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଉରକେଲାରେ ପାଗଳା କୁକୁର ଆତଙ୍କ: ୩୦ଜଣ ଆହତ

17/11/2019 at 10:38 AM

ରାଉରକେଲା ୧୭।୧୧: ରାଉରକେଲାରେ ପାଗଳ କୁକୁର ଆତଙ୍କ । ପାଗଳା କୁକୁର କାମୁଡାରେ ୩୦ଜଣ ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

ସୂଚନାଯୋଗ୍ୟ ଯେ,  ଡ଼େଲି ମାର୍କେଟ ପେଟ୍ରୋଲ ପମ୍ପ ନିକଟରେ ପାଗଳ କୁକୁର କାମୁଡାରେ ୩୦ଜଣ ଆହତ ହୋଇଛନ୍ତି ।  ସମସ୍ତଙ୍କ ଗୋଡ଼ ଓ ହାତକୁ କାମୁଡ଼ି କୁକୁରଟି କ୍ଷତାକ୍ତ କରିଛି । ଗତକାଲି ୨୫ ଜଣଙ୍କୁ ପାଗଳା କୁକୁର ଗୋଡାଇ ଗୋଡାଇ କାମୁଡିଥିବା ବେଳେ ଆଜି ଅନ୍ୟ ୫ ଜଣଙ୍କୁ କାମୁଡ଼ିଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ପାଗଳା କୁକୁର କାବୁ ହୋଇନଥିବାରୁ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି।

   Related Posts