Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ବଲାଙ୍ଗୀରରେ ଅଭାବନୀୟ ଘଟଣା : ନବଜାତ ଶିଶୁକୁ ଝୁଣି ଖାଇଲା କୁକୁର

25/04/2019 at 10:15 AM

ବଲାଙ୍ଗୀର ୨୫|୪: ବଲାଙ୍ଗୀରରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ନବଜାତ ଶିଶୁକୁ ଝୁଣି ଖାଇଲା କୁକୁର । ୩ରୁ ୪ଦିନର ମୃତ ଶିଶୁକୁ କୁକୁର ଝୁଣି ଖାଉଥିବାବେଳେ ଗ୍ରାମବାସୀମାନେ ଉଦ୍ଧାର କରିଛନ୍ତି । ଶିଶୁଟିର ଅଣ୍ଟା ତଳକୁ କୁକୁର ସଂପୂର୍ଣ୍ଣ ଖାଇଦେଇଛି ।

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ମହିମୁଣ୍ଡା ରାସ୍ତା ପୁରାପାଲ୍ଲୀ ନିକଟରେ ଶିଶୁଟିକୁ ଝୁଣି ଖାଉଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ଗ୍ରାମବାସୀମାନେ ଘଟଣାସ୍ଥଳରୁ ନବଜାତକ ମୃତ ଶିଶୁକୁ ଉଦ୍ଧାର କରିଥିଲେ । ଶିଶୁଟି କିଏ ଏବଂ କିଏ ତାକୁ ଏଠାରେ ପକାଇଛି ତାହା ସ୍ପଷ୍ଟ ହୋଇନାହିଁ । ମୃତ ଶିଶୁଟି ଝିଅର କିମ୍ବା ପୁଅର ତାହା ମଧ୍ୟ ସ୍ପଷ୍ଟ ହୋଇପାରିନାହିଁ । ତେବେ ଘଟଣାସ୍ଥଳରେ ପୁଇଁତଳା ଥାନା ପୋଲିସ ପହଞ୍ଚି ଶିଶୁର ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ମଧ୍ୟ କରୁଛି ।  

   Related Posts