Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଦୁଇଜଣଙ୍କୁ ପଛରେ ବସାଇ ବାଇକ ଚଳାଇଲା କୁକୁର, ଭିଡିଓ ହେଲା ଭାଇରାଲ

24/11/2019 at 4:16 PM

ନୂଆଦିଲ୍ଲୀ୨୪/୧୧: ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ବାଇକରେ ଦୁଇଜଣଙ୍କୁ ବସାଇ କୁକୁର ସାଜିଛି ଚାଳକ। କିନ୍ତୁ ଏଠି ପ୍ରଶ୍ନ ଆସେ ଯଦି ମଣିଷଙ୍କ କାର୍ଯ୍ୟ କୁକୁର କରି ପାରେ ତେବେ ମଣିଷଙ୍କ ତୁଳନାରେ କୁକୁରର ଦକ୍ଷତା ବି କମ୍ ନୁହେଁ। କୁକୁର ବାଇକ ଚଳାଉଥିବା ଦୃଶ୍ୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

କୁକୁରର ଗାଡ଼ି ଚଳାଇବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଥିରେ କୁକୁର ନିଜ ଗୋଡ଼ରେ ବାଇକ ଚଳାଉଛି। ପୁଣି ନିର୍ଭୁଲ ଭାବେ ଗାଡ଼ିକୁ ନିୟନ୍ତ୍ରଣ ମଧ୍ୟ କରୁଛି। ରାସ୍ତାରେ ଯାଉଥିବା ଯାତ୍ରୀ ଏହାର ଭିଡିଓ କରି ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି।

ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ୟୁଜର୍ସ କୌତୁକିଆ ମନ୍ତବ୍ୟ ଦେଇଛନ୍ତି। ଏଭଳି ଦୃଶ୍ୟ ଚୀନରେ ଦେଖିବାକୁ ମିଳିଛି।

   Related Posts