Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୦୪କରୋନା ସଂକ୍ରମିତ ଚିହ୍ନଟ
  • ||
  • ଚିତ୍ରକୋଣ୍ଡାରେ BSF ଜବାନଙ୍କ କମ୍ବିଂ ଅପରେସନ, ଟିଫିନ୍ ବୋମା ଉଦ୍ଧାର
  • ||
  • ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୃତୟନ
  • ||
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

ପାରିବାରିକ କଳହର କରୁଣ ପରିଣତି

27/07/2018 at 1:56 PM

ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ବାମୀର ଆତ୍ମହତ୍ୟା । ସୋର ଖନ୍ତାପଡା ଥାନା ବରିପଦା ମାଟିସାହିର ଏଭଳି ଘଟଣା ଘଟିଛି । ପ୍ରଥମେ ସ୍ତ୍ରୀର ତଣ୍ଟିରେ ବାଡି ପକାଇ ସ୍ବାମୀ ହତ୍ୟା କରିବା ପରେ ନିଜେ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି । ମୃତକ ହେଲେ ବୁଦ୍ଧିରାମ ମାଝି ଓ ସ୍ତ୍ରୀ ତୁଳସୀ ମାଝି । ପାରିବାରିକ କଳହକୁ କେନ୍ଦ୍ର କରି ମୃତ ବୁଦ୍ଧିରାମ ଏଭଳି କାଣ୍ଡ ଭିଆଇ ଥିବା ଜଣାପଡିଛି । ହତ୍ୟାକାଣ୍ଡ ସମୟରେ ତାଙ୍କର ଦୁଇ ଝିଅ ଘରେ ଥିଲେ । ଘଟଣାସ୍ଥଳରେ ଖନ୍ତାପଡା ପୋଲିସ ପହଞ୍ଚି ତଦନ୍ତ ଚଳାଇଛି

   Related Posts