Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ଡୋନାଲ୍ଡ ଟ୍ରମ୍ପଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ : ପୁଣି ଥରେ ଆରମ୍ଭ କଲେ ନିର୍ବାଚନ ଅଭିଯାନ

13/10/2020 at 8:09 AM

ନୂଆଦିଲ୍ଲୀ ୧୩/୧୦: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ସଂକ୍ରମିତ ହେବା ସତ୍ବେ ନିଜ ଆଗାମୀ ପବ୍ଲିକ୍ ରାଲି ପାଇଁ ବିନା ମାସ୍କ ପିନ୍ଧି ବାହାରି ପଡ଼ିଛନ୍ତି। ହ୍ବାଇଡ ହାଉସ୍ ଡାକ୍ତରଙ୍କ ମୁତାବକ ଟ୍ରମ୍ପ ସୁସ୍ଥ ଅଛନ୍ତି ଏବଂ ତାଙ୍କ କରୋନା ଟେଷ୍ଟ ନେଗେଟିଭ ଆସିଛି।

ଏହି ସମୟରେ ଟ୍ରମ୍ପଙ୍କ ଘରୋଇ ଚିକିତ୍ସକ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟ ରିପୋର୍ଟ ଜାରି କରିଛନ୍ତି। ସେ କହିଛନ୍ତି ଯେ ରାଷ୍ଟ୍ରପତି ଅନ୍ୟମାନଙ୍କ ପାଇଁ ସଂକ୍ରାମକ ନୁହେଁ।

କରୋନାକୁ ମାତ୍ ଦେବା ପରେ ଏହା ତାଙ୍କ ପ୍ରଥମ ରାଲି ଯାହା ପାଇଁ ସେ ସୋମବାର ଫ୍ଲୋରିଡ଼ାକୁ ବିନା ମାସ୍କ ପିନ୍ଧି ବାହାରିଥିଲେ। ସେଠାରେ ତାଙ୍କ ସମର୍ଥକ ତାଙ୍କୁ ଅପେକ୍ଷା କରିଥିଲେ। ରାଲିରେ ମଧ୍ୟ ପ୍ରାୟ ଲୋକେ ମାସ୍କ ପିନ୍ଧି ନଥିଲେ।

ସେପଟେ ନିର୍ବାଚନ ସଭାକୁ ନେଇ ଆମେରିକାର ବିଶେଷଜ୍ଞ ମଧ୍ୟ ପ୍ରଶ୍ନ ଉଠାଉଛନ୍ତି। ସଂକ୍ରାମକ ରୋଗ ବିଶେଷଜ୍ଞ କହିଛନ୍ତି ଯେ ରାଲି ପାଇଁ ଏହା ସବୁଠୁ ଖରାପ ସମୟ।

   Related Posts