Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

କାଶ୍ମୀର ପ୍ରସଙ୍ଗ : ପୁଣି ଥରେ ମଧ୍ୟସ୍ଥତା ପାଇଁ ଆଗକୁ ଆସିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍

21/08/2019 at 12:35 PM

ନୂଆଦିଲ୍ଲୀ ୨୧|୮: ପୁଣି ଥରେ କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପାଇଁ ଆଗକୁ ଆସିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଦୀର୍ଘ ଦିନ ହେବ  ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା କଶ୍ମୀର ପ୍ରସଙ୍ଗରେ ସେ ମଧ୍ୟସ୍ଥତା କରିବାକୁ ଚାହିଁଛନ୍ତି ।  ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ମୁଖରେ ଏହି ସପ୍ତାହରେ ପ୍ରସଙ୍ଗ ଉଠାଇବେ । ଆମେରିକା ମୋଦିଙ୍କୁ କଶ୍ମୀରରେ ଦେଖାଯାଇଥିବା ଉତ୍ତେଜନା ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲା । ଟ୍ରମ୍ପ କହିଛନ୍ତି କଶ୍ମୀର ଏବେ ଜଟିଳ ପରିସ୍ଥିତି ଦେଇ ଗତି କରୁଛି । ଏଠାରେ ହିନ୍ଦୁ ଓ ମୁସଲମାନ ତାଳମେଳ କେମିତି ଅଛି, ସେ ବିଷୟରେ ମୁଁ କିଛି କହିପାରିବି ନାହିଁ । ମଧ୍ୟସ୍ଥତା ପାଇଁ ଯାହା ଭଲ ହୋଇପାରିବ, ମୁଁ ତାହା କରିବି । ପୂର୍ବରୁ କାଶ୍ମୀର ପ୍ରସଙ୍ଗରେ  ମଧ୍ୟ ମଧ୍ୟସ୍ଥତା ପାଇଁ ଟ୍ରମ୍ପ ଆଗ୍ରହୀ ଥିଲେ ।

   Related Posts