Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ପୁଅଙ୍କୁ କରୋନା : ଶୁକ୍ରବାରଠୁ ଅଛନ୍ତି କ୍ବାରେଣ୍ଟାଇନରେ

21/11/2020 at 11:10 AM

ଓ୍ବାଶିଂଟନ୍ ୨୧/୧୧: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ପୁଅ ଡୋନାଲ୍ଡ ଟ୍ରମ୍ପ୍ ଜୁନିୟର,କରୋନା ଭାଇସରେ ସଂକ୍ରମିତ ହୋଇଛନ୍ତି। ବର୍ତ୍ତମାନ ସେ କ୍ବାରେଣ୍ଟାଇନରେ ଅଛନ୍ତି। ତାଙ୍କର ଏହି ସପ୍ତାହରେ କରୋନା ଟେଷ୍ଟ୍ କରାଯାଇଥିଲା। ତାଙ୍କଠାରେ କୌଣସି ଲକ୍ଷଣ ନଥିଲା। ସେ ଶୁକ୍ରବାରଠୁ କ୍ବାରେଣ୍ଟାଇନରେ ଅଛନ୍ତି। ଟ୍ରମ୍ପ୍ ଜୁନିୟର ଡାକ୍ତରଙ୍କ ପରାମର୍ଶ ଅନୁସାରେ ସମସ୍ତ ନିୟମଗୁଡ଼ିକ ପାଳନ କରିଛନ୍ତି।

କରୋନା ଯୋଗୁଁ ଆମେରିକାରେ ୨୫୦,୦୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଛି। ପାଖାପାଖି ୧୨ମିଲିୟନ୍ ଲୋକେ ସଂକ୍ରମିତ ହୋଇଛନ୍ତି।

   Related Posts