Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ସାବଧାନ – ଏମିତି କରନ୍ତୁ ନାହିଁ…

26/11/2019 at 4:45 PM

ଖାଇବା ପରେ ଗାଧାନ୍ତୁ ନାହିଁ 

ପାଣିରେ ପରିଶ୍ରା କିମ୍ବା ମଳତ୍ୟାଗ କରନ୍ତୁ  ନାହିଁ।

ସକାଳେ ଉଠିବା ପରେ ପୂର୍ବ ଦିଗକୁ ମୁହଁ କରି ପରିଶ୍ରା କରନ୍ତୁ ନାହିଁ । 

ସୂର୍ଯ୍ୟସ୍ତ ସମୟରେ ପଶ୍ଚିମ ଦିଗକୁ ମୁହଁ କରି ପରିଶ୍ରା କରନ୍ତୁ ନାହିଁ ।

ପିତୃ ମାତୃଙ୍କୁ ଶ୍ରାଦ୍ଧ ଦେବା ପରେ ଗାଈ ଦୁହନ୍ତୁ ନାହିଁ ।

କୌଣସି ବୃକ୍ଷ ମୂଳରେ ମଳ ମୂତ୍ର ତ୍ୟାଗ କରନ୍ତୁ ନାହିଁ ।

   Related Posts