Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ବାତ୍ୟା ପୂର୍ବରୁ, ବାତ୍ୟା ବେଳେ ଓ ବାତ୍ୟାପରେ କଣ ସତର୍କତା ନେବେ ଜାଣି ରଖନ୍ତୁ

1/05/2019 at 9:12 PM

ଭୁବନେଶ୍ବର୧|୫: ସାମୁଦ୍ରିକ ଝଡ ଫୋନି ପାଇଁ ଭୟଭୀତ ନହୋଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିପନ୍ନଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ସ୍ଥାନାନ୍ତର ସହ ରିଲିଫ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି। ବାତ୍ୟାର ମୁକାବିଲା  ସହ ଧନଜୀବନର ସୁରକ୍ଷା ପାଇଁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବାତ୍ୟା ମୁକାବିଲା ପାଇଁ ଲୋକମାନଙ୍କୁ କିଛି ସତର୍କତା ପାଳନ କରିବାକୁ ନିର୍ଦେଶ ଦିଆଯାଇଛି। କଣ କରିବେ କଣ କରିବେନି ଦେଖନ୍ତୁ ଏହି ରିପୋର୍ଟ…

ବାତ୍ୟା ସମୟରେ ପୂର୍ବ ପ୍ରସ୍ତୁତି

ଗୁଜବରେ ବିଶ୍ବାସ କରନ୍ତୁ ନାହିଁ ।ଜରୁରୀ କାଗଜପତ୍ରକୁ ୱାଟରପ୍ରୁଫ ବ୍ୟାଗରେ ରଖନ୍ତୁ ।ଗୃହପାଳିତ ପଶୁଙ୍କୁ ଗୋଟିଏ ସ୍ଥାନରେ ସୁରକ୍ଷିତ ରଖନ୍ତୁ ।

ବାତ୍ୟା ପରବର୍ତ୍ତି ସଚେତନତା

ଅସୁରକ୍ଷିତ ଘରକୁ ଯାଆନ୍ତୁ ନାହିଁ।ଭଙ୍ଗା ବିଦ୍ୟୁତ ଖଣ୍ଟ ଓ ତାର ଠାରୁ ଦୂରେଇ ରହନ୍ତୁ।ଆଶ୍ରୟ ପାଇଁ ଯଥାଶୀଘ୍ର ସୁରକ୍ଷିତ ସ୍ଥାନକୁ ବାଛନ୍ତୁ

ବାତ୍ୟା ସମୟରେ ସତର୍କତା

ଘରର ବିଦ୍ୟୁତ ଓ ଗ୍ୟାସ ପାଇପ ସଂଯୋଗ କାଟି ଦିଅନ୍ତୁ ।ଘର ଅସୁରକ୍ଷିତ ଥିଲେ ତୁରନ୍ତ ସୁରକ୍ଷିତ ସ୍ଥାନକୁ ଚାଲି ଯାଆନ୍ତୁ ।ସିଝା ଓ ବିଶୁଦ୍ଧ ପାଣି ପିଅନ୍ତୁ

ମତ୍ସ୍ୟଜୀବୀଙ୍କ ପାଇଁ ସତର୍କତା

ସମୁଦ୍ର ମଧ୍ୟକୁ ଯାଆନ୍ତୁ ନାହିଁ ।ପାଖରେ ରେଡିଓ  ରଖନ୍ତୁ ଓ ଶୁଣନ୍ତୁ ।ଡଙ୍ଗାକୁ ସୁରକ୍ଷିତ ସ୍ଥାନରେ ବାନ୍ଧି ଦିଅନ୍ତୁ

   Related Posts