Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ୟୁପିର ଯମୁନା ଏକ୍ସପ୍ରେସ୍ ୱେରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା : ନାଳକୁ ଖସି ପଡିଲା ଯାତ୍ରୀବାହୀ ବସ୍, ୨୯ ମୃତ, ୧୬ରୁ ଅଧିକ ଆହତ

8/07/2019 at 9:12 AM

ଲକ୍ଷ୍ନୈା ୮/୭: ଉତ୍ତରପ୍ରଦେଶର ଯମୁନା ଏକ୍ସପ୍ରେସୱେରେ ଗଭୀର ନାଳକୁ ଖସି ପଡିଲା ଯାତ୍ରୀବାହୀ ବସ । ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ରୁ ଅଧିକ ଆହତ ହୋଇଛନ୍ତି । ଦୁର୍ଘଟଣା ଗ୍ରସ୍ତ ହୋଇଥିବା ବସ୍ ଟି ଉତ୍ତରପ୍ରଦେଶ ରୋଡ୍  ଟ୍ରାନ୍ସପୋର୍ଟ କର୍ପୋରେସନର ।

ପ୍ରାଥମିକ ତଦନ୍ତରୁ ଜଣା ପଡିଛି, ଡ୍ରାଇଭର ଘୁମେଇ ପଡିବା କାରଣରୁ ବସ୍ ଟି ରାସ୍ତାରେ ଥିବା ଡିଭାଇଡର ସହ ଧକ୍କା ହୋଇଥିଲା । ଫଳରେ ତାହା ଦୁଇ ଫ୍ଲାଇ ଓଭର ମଝିରେ ଥିବା ୪୦ ଫୁଟ ଗଭୀର ଗାତ ଭିତରେ ଖସି ପଡିଥିଲା । ଯମୁନା ଏକ୍ସପ୍ରେସ ୱେ ର ଝରଣା ନାଲା ପାଖରେ ଭୋର ୪ଟା ୧୫ରେ ଏହି ଦୁର୍ଘଟଣା ଘଟିଛି । ଡବଲ୍ ଡେକର ବସ୍ ଟି ୫୦ଜଣ ଯାତ୍ରୀଙ୍କୁ ନେଇ ଲକ୍ଷ୍ନୋରୁ ଦିଲ୍ଲୀ ଯାଉଥିଲା । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ଆହତମାନଙ୍କୁ ଯଥା ସମ୍ଭବ ସହାୟତା ଯୋଗାଇ ଦେବାକୁ ପୋଲିସ୍ ଅଧୀକ୍ଷକ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ମୃତକଙ୍କ ପରିବାର ପାଇଁ ସରକାର ୫ଲକ୍ଷ ଟଙ୍କାର ସହାୟତା ଦେବାକୁ ଘୋଷଣା କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ।

   Related Posts