Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||

ଡବଲ ମର୍ଡର : ଘରେ ଶୋଇଥିବା ବେଳେ ୨ ଜଣଙ୍କୁ ହତ୍ୟା ଅଭିଯୋଗ

20/08/2019 at 1:24 PM

କେନ୍ଦୁଝର ୨୦|୮: କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଅନ୍ତର୍ଗତ ନେକଡାପସି ଗାଁରେ ଡବଲ ମର୍ଡର ହୋଇଛି । ଘରେ ଶୋଇଥିବା ବେଳେ ୨ ଜଣଙ୍କୁ ହତ୍ୟା କରାଯାଇଛି । ମୃତକ ହେଲେ ଚେତନ ମୁଣ୍ଡା ଓ ସୁବାଷ ମୁଣ୍ଡା । ସେହି ଗାଁର ରାମ ମୁଣ୍ଡା ଉଭୟଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଘଟଣା ପରେ ରାମ ମୁଣ୍ଡା ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି । ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts