Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନା ବେଲଗାମ୍, ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୩୨ ହଜାରରୁ ଅଧିକ କେସ୍, ୨୨୬୩ ମୃତ
  • ||
  • ଦୁର୍ଘଟଣାରେ ଆହତ ହେଲେ ମଞ୍ଚ କଳାକାର ରତିକାନ୍ତ ବେହେରା, ହସ୍ପିଟାଲରେ ଭର୍ତ୍ତି
  • ||
  • ଚାଲିଥିଲା ଚୋରା ବନ୍ଧୁକ କାରବାର, ମାଡିବସିଲା ପୋଲିସ, ପିସ୍ତଲ ଜବତ
  • ||
  • ସଂକ୍ରମଣ ସାଙ୍ଘାତିକ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୧୫ ପଜିଟିଭ୍
  • ||
  • ଏବେ ୪ ଘଣ୍ଟା ଖୋଲା ରହିବ ବ୍ୟାଙ୍କ୍, ଅଧା କର୍ମଚାରୀରେ ଚାଲିବ କାର୍ଯ୍ୟ
  • ||
  • ହସ୍ପିଟାଲ ଆଇସିୟୁରେ ଅଗ୍ନିକାଣ୍ଡ, ଜୀଅନ୍ତା ଜଳିଗଲେ ୧୨ କରୋନା ଆକ୍ରାନ୍ତ
  • ||
  • ୩ ଦିନ ପାଇଁ ପଞ୍ଚାୟତ ସଟଡାଉନ୍, ସଂକ୍ରମଣ ବୃଦ୍ଧି ପରେ ପ୍ରଶାସନର ବଡ ପଦକ୍ଷେପ
  • ||

ଗୁଣିଗାରେଡିକୁ କେନ୍ଦ୍ରକରି ଡବଲ ମର୍ଡର, ବଡ ଭାଇର ହତ୍ୟାକାରୀକୁ ହତ୍ୟା କଲା ସାନ ଭାଇ !

21/06/2019 at 11:59 AM

ରାୟଗଡା ୨୧|୬: ରାୟଗଡା ଅମ୍ବାଦଳା ଥାନା ଅନ୍ତର୍ଗତ ଶୁକ୍ଳାଭଟ୍ଟା ଗାଁରେ ଡବଲ୍ ମର୍ଡର । ଗୁଣି ଗାରେଡିସନ୍ଦେହରେ ଜଣଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରାଯାଇଛି । ମୃତକ ହେଲେ ମକର ନାୟକ । ମକରଙ୍କ ମୃତ୍ୟୁ ପରେ ପ୍ରତିଶୋଧ ପରାୟଣ ହୋଇଯାଇଥିଲେ ସାନଭାଇ ନକୂଳ ନାୟକ ।

ହତ୍ୟାର ପ୍ରତିଶୋଧ ନେବା ପାଇଁ କରୁଣାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ମକରର ଭାଇ ନକୂଳ ନାୟକ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ନକୂଳ ନାୟକଙ୍କୁ ଗିରଫ କରିବା ସହ ଦୁଇ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

   Related Posts