Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ପୁରୀ ବଳିଆପଣ୍ଡାରେ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ୍’ ଆରମ୍ଭ

26/07/2021 at 12:24 PM

ପୁରୀ ୨୬।୭: ପୁରୀ ବଳିଆପଣ୍ଡାରେ ଆରମ୍ଭ ହେଲା ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ (Drink From Tap Mission) । ୧୦୫୦୦ ମାନର ପାନୀୟଜଳ ପୁରୀକୁ ପାନୀୟ ଜଳ ଯୋଗାଣ ହେବ । ଏହା ହେଉଛି ଦେଶରେ ପ୍ରଥମ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ । ମାଟିତୋଟା ପରେ ବଳିଆପଣ୍ଡାରେ ଏହା ଦ୍ଵିତୀୟ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଭିଡ଼ିଓ କନଫରେନ୍ସିଂ ଯୋଗେ ଏହାର ଶୁଭାରମ୍ଭ କରାଯାଇଛି । ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ପଞ୍ଚାୟତିରାଜ ଓ ଜଳଯୋଗାଣ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ବିଧାୟକ ଜୟନ୍ତ ଷଡଙ୍ଗୀ, ଜିଲ୍ଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

   Related Posts