Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଭାରସାମ୍ୟ ହରାଇ ଗାନ୍ଧି ପ୍ରତିମୂର୍ତ୍ତିରେ ପିଟିହେଲା କୋଇଲା ବୋଝେଇ ଟିପ୍ପର ; ଡ୍ରାଇଭର ଓ ହେଲପର ଆହତ

4/02/2019 at 9:36 AM

ରାଉରକେଲା ୪|୨: ଭାରସାମ୍ୟ ହରାଇ ଗାନ୍ଧି ପ୍ରତିମୂର୍ତ୍ତିରେ ପିଟିହେଲା କୋଇଲା ବୋଝେଇ ଟିପ୍ପର । ଘଟଣାସ୍ଥଳରେ ଟିପ୍ପର ଡ୍ରାଇଭର ସହ ହେଲପର ଆହତ ହୋଇଛନ୍ତି । ସୁନ୍ଦରଗଡ ଏମସିଏଲ କୋଇଲା ଖଣିରୁ ରାଉରକେଲା ଅଭିମୁଖେ ଆସୁଥିଲା ଟିପ୍ପର । ତେବେ ବ୍ରାହ୍ମଣୀ ପୋଲ ପାର ହେବା ପରେ ଦୁର୍ଘଟଣାଟି ଘଟିଥିଲା । ଏହି ଦୁର୍ଘଟଣା ଘଟିବା ଯୋଗୁଁ ୩ ଘଣ୍ଟା ଧରି ରାସ୍ତା ଜାମ ହୋଇଥିଲା । ଖବର ପାଇ ଘଟଣାସ୍ଥଳରେ ରଘୁନାଥପଲ୍ଲୀ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରିବା ସହ ଦୁଇ ଗୁରୁତରଙ୍କୁ ଆରଜିଏଚରେ ଭର୍ତ୍ତି କରିଛି ।

   Related Posts