Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଭାରସାମ୍ୟ ହରାଇ ଓଲଟିଲା ଟ୍ରେଲର, ୧୦ ଘଣ୍ଟା ପରେ ଗୁରୁତର ଅବସ୍ଥାରେ ଡ୍ରାଇଭର ଉଦ୍ଧାର

30/04/2021 at 10:47 AM

କରଞ୍ଜିଆ ୩୦।୪: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ୧୮ ଚକିଆ ଟ୍ରେଲର । ଦୁର୍ଘଟଣାରେ ଡ୍ରାଇଭର ଗୁରୁତର ହୋଇଛନ୍ତି । ୪୯ ନମ୍ବର ଜାତୀୟ ରାଜପଥ ସିଙ୍ଗଡା ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା  । ଦୀର୍ଘ ୧୦ ଘଣ୍ଟା ପରେ ଗାଡି ଭିତରେ ଗୁରୁତର ହୋଇ ଫସି ରହିଥିବା ଡ୍ରାଇଭର ଉଦ୍ଧାର ହୋଇଛନ୍ତି  ।

ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ ଏକ ୧୮ଚକିଆ ଟ୍ରେଲର ଭାରସାମ୍ୟ ହରାଇ ରାସ୍ତା କଡ ଏକ ଗାତରେ ଖସି ପଡିଥିଲା । ଫଳରେ ଡ୍ରାଇଭର ଗାଡି ତଳେ ଜୀବିତ ଅବସ୍ଥାରେ ପାଖାପାଖି ୮ରୁ ୧୦ ଘଣ୍ଟା ହେବ ଫସି ରହିଥିଲେ । ଶୁକ୍ରବାର ସକାଳୁ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି କରଞ୍ଜିଆ ମେଡିକାଲକୁ ପଠାଯାଇଛି । ତେବେ ରାସ୍ତା କାମ ପାଇଁ ଏପରି ବାରମ୍ବାର ଏଠାରେ ଏଭଳି ଦୁର୍ଘଟଣା ଘଟୁଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ ।

   Related Posts