Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍, ଚାପି ହୋଇ ଡ୍ରାଇଭର ମୃତ

31/05/2020 at 3:35 PM

ମାର୍ଶାଘାଇ ୩୧।୫: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଚଣ୍ଡିଖୋଲ-ପାରାଦୀପ ୫ ନଂ (କ) ଜାତୀୟ ରାଜପଥର ଯଦୁପୁର ଛକ ନିକଟରେ ସଡକ ଦୁର୍ଘଟଣା ଘଟିଛି । ଏକ ଆଇରନ୍ ବୋଝେଇ ଟ୍ରକ୍ ପଛରେ ଆଉ ଏକ ଆଇରନ୍ ବୋଝେଇ ଟ୍ରକ୍ ଧକ୍କା ଦେଇଛି । ଫଳରେ ଧକ୍କା ଦେଇଥିବା ଟ୍ରକ୍ ର ଡ୍ରାଇଭରଙ୍କର ଚାପି ହୋଇ ମୃତ୍ୟୁ ହୋଇଛି ।

ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ଏବଂ ପୋଲିସ ପହଞ୍ଚି କଟର୍ ମେସିନ ସାହାଯ୍ୟରେ ଗାଡିକୁ କାଟି ଡ୍ରାଇଭରଙ୍କୁ ବାହାର କରିଛନ୍ତି । ମୃତ ଡ୍ରାଇଭର ଜଣଙ୍କ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ମୋଟା ଗ୍ରାମର ନରହରି ପ୍ରଧାନ ବୋଲି ଜଣାପଡିଛି । ମାର୍ଶାଘାଇ ପୋଲିସ ପହଞ୍ଚି ଶବ ଜବତ କରି କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ।

   Related Posts