Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଇରାକରେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଉପରେ ଡ୍ରୋନ୍ ଆକ୍ରମଣ, ଅଳ୍ପକେ ବର୍ତ୍ତିଲେ କାଦିମୀ

7/11/2021 at 8:31 AM

ବାଗଦାଦ୍ ୦୭/୧୧: ଇରାକରେ ବଡ଼ ଧରଣର ଆତ୍ମଘାତୀ ହମଲା । ତେବେ ଏହି ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଇରାକର ପ୍ରଧାନମନ୍ତ୍ରୀ ମୁସ୍ତାଫା ଅଲ-କାଦିମୀ । କାରଣ ଆକ୍ରମଣକାରୀଙ୍କ ଟାର୍ଗେଟରେ ଥିଲେ ପ୍ରଧାନମନ୍ତ୍ର । ଯେଉଁଥିରେ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ତେବେ ଅଲ-କଦିମୀ ଏହି ଆକ୍ରମଣରୁ ସଂକୀର୍ଣ୍ଣ ଭାବରେ ରକ୍ଷା ପାଇଥିଲେ ।

ସ୍ଥାନୀୟ ଗଣମାଧ୍ୟମ ଇରାକ ସେନାକୁ ସୂଚନା ଦେଇ କହିଛି ଯେ ଏହି ଆକ୍ରମଣରେ ପ୍ରଧାନମନ୍ତ୍ରୀ ହିଁ ଟାର୍ଗେଟ କରିଥିଲେ । ତାଙ୍କୁ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିଲା । ବାଗଦାଦରେ ପ୍ରଧାନମନ୍ତ୍ରୀ ଅଲ-କାଦିମୀଙ୍କ ବାସଭବନ ଉପରେ ହୋଇଥିବା ଆକ୍ରମଣକୁ ଇରାକ ସୈନ୍ୟ କହିଛନ୍ତି ।

ତେବେ କାହା ପକ୍ଷରୁ ଏହି ଡ୍ରୋନ୍ ଆକ୍ରମଣ କରାଯାଇଛି, ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ । ଏହି ଆକ୍ରମଣର ଖବର ସାମ୍ନାକୁ ଆସିବା ମାତ୍ରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବୃଦ୍ଧି ପାଇବା ସହିତ ଗୁପ୍ତଚର ସଂସ୍ଥାକୁ ମଧ୍ୟ ସତର୍କ କରାଯାଇଛି । ଏହି ଘଟଣା ପରେ ଅଲ-କାଦିମୀ ମଧ୍ୟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଯେ ତାଙ୍କ ଅବସ୍ଥା ଭଲ ଅଛି।

   Related Posts