Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ନଦୀରେ ବୁଡି ଜଣେ ଯୁବକ ନିଖୋଜ

10/12/2019 at 9:31 AM

ଚୌଦ୍ବାର ୧୦।୧୨: କଟକ ଜିଲ୍ଲା ବିରୂପା ନଦୀରେ ବୁଡି ଜଣେ ଯୁବକ ନିଖୋଜ । ପାଣିରେ ବୁଡି ନିଖୋଜ ଯୁବକଙ୍କ ଚୌଦ୍ବାର ପୌରପାଳିକାର ୩ ନମ୍ବର ଓ୍ବାର୍ଡ ମଙ୍ଗଳା ସାହିର ବିକି ଗୋଚ୍ଛାୟତ ବୋଲି ଜଣାପଡିଛି ।  

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରୁ ମଙ୍ଗଳା ସାହିର ବିକି ଗୋଚ୍ଛାୟତ ନଦୀରେ ଖସି ପଡିଯାଇଥିଲେ , ପରେ ପରିବାର ପକ୍ଷରୁ ଜଗତପୁର ଥାନାରେ ଅଭିଯୋଗ କରାଯାଇଥିଲା । ପରିବାରଲୋକଙ୍କ ଅଭିଯୋଗ ପରେ ପୋଲିସ ଖୋଜାଖୋଜି ଜାରି ରଖିଛନ୍ତି ।   

   Related Posts