Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଜଗତସିଂହପୁରର ହଂସୁଆ ନଦୀରେ ବୁଡ଼ିଯାଇ ଜଣେ ମୃତ : ଅନ୍ୟ ଜଣେ ଗୁରୁତର

18/11/2018 at 1:26 PM

ଜଗତସିଂହପୁର ୧୮/୧୧: ଜଗତସିଂହପୁର ଜିଲ୍ଲା ତିର୍ତୋଲ ଥାନା ଅନ୍ତର୍ଗତ ଛପଡା ପଞ୍ଚାୟତ ଜଇପୁର ହଂସୁଆ ନଦୀରେ ଗାଧୋଇବା ବେଳେ ବୁଡିଯାଇ ଜଣେ ମୃତ, ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।ମୃତ ଯୁବକ ଜଣକ ସୁଧାଶୁଂ ଶେଖର ଦାସ,ବୟସ୧୪ ବର୍ଷ।ବଡିଜଙ୍ଗା ଅଲଣାମଠ ଗ୍ରାମର ସୁବାଷ ଦାସଙ୍କ ପୁଅ ସୁଧାଶୁଂ ଓରଫ ଚିକୁ।ଅନ୍ୟ ଜଣେ ଗୁରୁତର ଆହତ ହେଲେ ଜଇପୁର ସଂଜୟ ଦାସଙ୍କ ପୁଅ ସାଗର ଦାସ ।ମାମୁଁ ଘର ଜଇପୁର ଆସିଥିବା ବେଳେ ସାଗରଙ୍କ ସହ ହଂସୁଆ ନଦୀରେ ଗାଧୋଇବା ବେଳେ ଦୁହେଁ ବୁଡିଯାଇଥିଲେ।ଆହତ ଅବସ୍ଥାରେ ସାଗରକୁ ଉଦ୍ଧାର କରି ଜଗତସିଂହପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।ତିର୍ତୋଲ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ଚିକୁକୁ ଉଦ୍ଧାର କରି ମଣିଜଙ୍ଗା ମେଡିକାଲକୁ ନେଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ।ମୃତ ସୁଧାଶୁଂ ନିଜ ମାମୁଁ ଅଜାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବାକୁ ଆସିଥିବା ବେଳେ ଦୁର୍ଘଟଣାର ଶିକାର ହୋଇ ମୃତ୍ୟୁବରଣ କରିଥିବା ଜଣାପଡିଛି।ଘଟଣାକୁ ନେଇ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

   Related Posts