Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ପୋଖରୀରେ ବୁଡି ଜୀବନ ହାରିଲେ ଗର୍ଭବତୀ

13/06/2020 at 2:55 PM

ନୂଆପଡା, ୧୩|୦୬: ନୂଆପଡା ଜିଲ୍ଲା ଖଡିଆଳ ଥାନା ଅନ୍ତର୍ଗତ ତୁକଲା ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଏହି ଗ୍ରାମରେ ଜଣେ ଗର୍ଭବତୀ ମହିଳା ପାଣିରେ ବୁଡି ପ୍ରାଣ ହରାଇଛନ୍ତି ।

ସୂଚନାନୁସାରେ, ଖଡିଆଳ ତୁକଲା ଗ୍ରାମର ଜଣେ ଗର୍ଭବତୀ ଶନିବାର ଗାଧୋଇବା ପାଇଁ ପୋଖରୀକୁ ଯାଇଥିଲେ । ଗାଧୋଇବା ବେଳେ ତାଙ୍କର ଗୋଡ ଖସିଯାଇଥିଲେ । ଫଳରେ ସେ ପାଣିରେ ବୁଡି ପ୍ରାଣ ହରାଇଛନ୍ତି । ପରିବାର ଲୋକେ ତାଙ୍କୁ ପୋଖରୀରୁ ଉଦ୍ଧାର କରିଥିଲେ ମଧ୍ୟ ସେତେବେଳକୁ ତାଙ୍କ ଜୀବନ ଚାଲିଯାଇଥିଲା । ଏହି ଘଟଣା ପରେ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

   Related Posts