Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବେଲଗ୍ରେଡରେ ହେବାକୁ ଥିବା ଆନ୍ତ ସଂସଦୀୟ ସଂଘ ବୈଠକରେ ଯୋଗ ଦେବେ ରାଜ୍ୟ ସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର

3/10/2019 at 10:29 PM

ନୂଆଦିଲ୍ଲୀ – ରାଜ୍ୟ ସଭା ସାସଂଦ ଡକ୍ଟର ସସ୍ମିତ ପାତ୍ର ସର୍ବିଆର ବେଲଗ୍ରେଡରେ ଅନୁଷ୍ଠିତ ହେବାକୁ ଥିବା ଆନ୍ତ ସସଂଦୀୟ ସଂଘ ବୈଠକରେ ଯୋଗ ଦେବେ । ଅକ୍ଟୋବର ୧୩ରୁ ୧୭ ତାରିଖ ମଧ୍ୟରେ ଏହା ବେଲଗ୍ରେଡରେ ଅନୁଷ୍ଠିତ ହେବ । ଲୋକ ସଭା ବାଚସ୍ପତି ଓମ୍‌ ବିରଲାଙ୍କ ନେତୃତ୍ୱରେ ଭାରତର ପ୍ରତିନିଧି ମଣ୍ଡଳ ଏଥିରେ ଅଂଶ ଗ୍ରହଣ କରିବେ .
ରାଜ୍ୟ ସଭା ଅଧ୍ୟକ୍ଷ ସସ୍ମିତଙ୍କୁ ଏହି ବୈଠକରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ କରିଛନ୍ତି ।

   Related Posts