Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ

8/12/2021 at 3:03 PM

ଭୁବନେଶ୍ବର ୮।୧୨: ବାଲେଶ୍ଵର କୋର୍ଟରେ ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ହାଜର ହେଲା । ଆଜବାହାରକୁ କୋର୍ଟରେ ହାଜର କଲା ଏସଟିଏଫ୍ । ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାରକୁ ଯୋଧପୁରରୁ ଗିରଫ କରିଥିଲା ଏସଟିଏଫ । ରାଜ୍ୟ ବାହାରେ ଅଜବାହାରର ସମ୍ପତ୍ତି ଥିବା ନେଇ ପ୍ରମାଣ ପାଇଛି ଏସଟିଫ୍ । ଟ୍ରାଞ୍ଜିଟ୍ ରିମାଣ୍ଡରେ ଜେରା ବେଳେ ଏସଟିଏଫ୍ ଏନେଇ ତଥ୍ୟ ପାଇଛି ।

ଅନ୍ୟ ଜଣେ ଆନ୍ତଃରାଜ୍ୟ ଡ୍ରଗ୍ସ ମାଫିଆ ଶେଖ୍ ସମିରୁଦ୍ଦିନ ଓରଫ ଟକୁଲ ରାଜାକୁ ଏସଟିଏଫ୍ ନୋଟିସ୍ ଦେଇଛି । ଦୁଇ କୋଟିରୁ ଅଧିକ ଜବତ ସମ୍ପତ୍ତି ବାଜ୍ୟାପ୍ତି ପାଇଁ ନୋଟିସ୍ ହୋଇଛି । ଟକୁଲୁ ରାଜା ଜଳେଶ୍ବର ଅଂଚଳର କୁଖ୍ୟାତ ବ୍ରାଉନସୁଗାର ବେପାରୀ ଥିଲା ।

   Related Posts