Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ବାପା ଓ ମାଙ୍କୁ ହାତୁଡିରେ ପିଟି ପିଟି ହତ୍ୟା କଲା ପୁଅ

15/06/2018 at 5:26 AM

ଅନୁଗୁଳ କିଶୋରନଗର ଥାନା ବଡ଼ପଡର ଗାଁରେ ଅଭାବନୀୟ ଘଟଣା | ବାପା ଓ ମାଙ୍କୁ ହାତୁଡି ପିଟି ପିଟି ହତ୍ୟା କଲା ପୁଅ | ମୃତକ କରୁଣାକର ବଘାର ଓ ଚମ୍ପା ବଘାର | ସ୍ତ୍ରୀ ସହ ଝଗଡା ବେଳେ ବାପା ମା ବାରଣ କରିବାରୁ ପୁଅ ଏମିତି ନାରକୀୟ କାଣ୍ଡ ଘଟାଇଛି | ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ଥାଇ ଛାନଭିନ କରୁଛି | ପୋଲିସ ଅଭିଯୁକ୍ତକୁ ଅଟକ ରଖିଛି |

   Related Posts