Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିନେତା ଆଶିଷ ରାୟଙ୍କ ପରଲୋକ
  • ||
  • ବାତ୍ୟା ‘ନିଭାର୍’ ପ୍ରଭାବରେ ଚେନ୍ନାଇରେ ବର୍ଷା
  • ||
  • ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୭୧ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୬୪୨ କରୋନା ସଂକ୍ରମିତ, ୩୧୫୨୭୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||

ଆଗାମୀ ୫ ଦିନ ଯାଏଁ ଶୁଖିଲା ରହିବ ରାଜ୍ୟର ପାଣିପାଗ, ଉପକୂଳରେ କୁହୁଡି

18/02/2019 at 4:54 PM

ଭୁବନେଶ୍ବର ୧୮|୨:  ଆଗାମୀ ପାଂଚଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ରହିବ ସୁଖିଲା । ରାଜ୍ୟରେ ସାଧାରଣ ରହିବ ତାପମାତ୍ରା । ତେବେ ଉପକୁଳ ଓଡିଶାର କେତେକ ସ୍ଥାନ ଯେପରି ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର ଆଦି ଅଂଚଳରେ ହାଲକା କୁହୁଡି ଦେଖିବାକୁ ମିଳିବ ବୋଲି ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଭାଗ  । ତେବେ ଗତକାଲି ଭୁବନେଶ୍ବର  ସର୍ବାଧିକ ୩୩.୮ଡିଗ୍ରି ଓ ସର୍ବନିମ୍ନ ଫୁଲବାଣି ୧୦.୫ ଡିଗ୍ରି ସେଲସିୟସ ତାପମାତ୍ରା ରେକର୍ଡ ହୋଇଥିବା ସୂଚନା ଦେଇଛି ଆଂଚଳିକ ପାଣିପାଗ ବିଭାଗ ।

   Related Posts