Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଜବର ଦଖଲ ଉଚ୍ଛେଦ ଦାବିରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

3/09/2019 at 11:57 AM

ଭୁବନେଶ୍ବର ୩/୯: ଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ବନ୍ଦ ହୋଇଛି। ଲିଙ୍ଗରାଜଙ୍କ ଜମିରୁ ଜବର ଦଖଲ ଉଚ୍ଛେଦ ଦାବି ନେଇ ନୀତିକାନ୍ତ ବନ୍ଦ କରିଛନ୍ତି ସେବାୟତ । ନୂଆଗାଁ ମୌଜା ଗଙ୍ଗୁଆ ନାଳ ପାଖରେ ଥିବା ଜମିରୁ  ଜବର ଦଖଲ ଉଚ୍ଛେଦ ଦାବି ହୋଇଛି । ସକାଳ ୭ଟାରୁ ମନ୍ଦିରର ସମସ୍ତ ନୀତିକାନ୍ତି ବନ୍ଦ ରହିଛି । ଏଥିପାଇଁ ପ୍ରଶାସନକୁ ଦାୟୀ କରିଛନ୍ତି ପୂଜାପଣ୍ଡା ନିଯୋଗ ଓ ବ୍ରାହ୍ମଣ ନିଯୋଗ।

   Related Posts