Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର ରୋଡ୍ : ଉପ-କାରାଗାରରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଢେଙ୍କାନାଳ : ଜଙ୍ଗଲୀ ଜନ୍ତୁକୁ ମାରି ମାଂସ ଭାଗବଣ୍ଟା କଲେ, ଭାଗ ଛିଡିଲାନି ବୋଲି ଜଣଙ୍କୁ ମାରିଦେଲେ, ଅଭିଯୁକ୍ତ ଫେରାର
  • ||
  • ଚଣ୍ଡିଖୋଲ : କ୍ୟାବିନରୁ ୨ଶହ ଲିଟର ଡିଜେଲ ଜବତ, ଜଣେ ଗିରଫ
  • ||
  • ପଟ୍ଟାମୁଣ୍ଡାଇ : ନଦୀରେ ଭାସୁଛି କୁମ୍ଭୀରର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭଦ୍ରକ : ଗାଁ ମୁହାଁ ହାତୀ ପଲ, ଭୟଭୀତ ଗ୍ରାମବାସୀ, ପଡିଲା ତାଟି କବାଟ
  • ||
  • ମନ୍ଦିର ନିକଟରେ ପଡିଛି ଅଜଣା ଯୁବକ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • କମୁଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୮ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୯୫୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଅମାନବୀୟ : ଗୋଡାଇବାରୁ କୁକୁରକୁ ହତ୍ୟା, ଜଣେ ଗିରଫ
  • ||
  • ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା, ଆସନ୍ତାକାଲି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ କଟକଣା ଲାଗୁ
  • ||

ଜଗତପୁରରେ ନକଲି ସିମେଣ୍ଟ ଓ ପୁଟି କାରଖାନା ଠାବ

27/09/2018 at 10:07 PM

ଜଗତପୁର୨୭/୯: ଜଗତପୁରରେ ପୁଣି ଠାବ ହେଲା ନକଲି ସିମେଣ୍ଟ ଓ ପୁଟି କାରଖାନା । ନକଲି ସିମେଣ୍ଟ ଓ ପୁଟିକୁ ବିର୍ଲା ହ୍ବାଇଟ୍ ବ୍ରାଣ୍ଡରେ ପ୍ୟାକେଜିଂ କରାଯାଉଥିଲା । ବିର୍ଲା ହ୍ବାଇଟ୍ କର୍ତ୍ତୃପକ୍ଷ ଓ ଜଗତପୁର ପୋଲିସ ନକଲି କାରଖାନା ଉପରେ ଚଢ଼ାଉ କରିଛନ୍ତି । ଜଣେ କର୍ମଚାରୀଙ୍କୁ ଅଟକ ରଖି ପୋଲିସ୍ ପଚରାଉଚରା କରୁଛି । ପୂର୍ବରୁ ଜଗତପୁରରେ ତେଲ, ଘିଅ, ସିମେଣ୍ଟ ଏମିତି ଅନେକ ନକଲି କାରଖାନା ଠାବ ହୋଇସାରିଛି ।

   Related Posts