Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ବେଆଇନ୍ ଚୋରା ଗୁଟଖା ଓ ଜର୍ଦ୍ଦା କମ୍ପାନୀ ଉପରେ ଚଢ଼ାଉ

23/11/2020 at 4:54 PM

ଜଗତପୁର୨୩/୧୧: ବେଆଇନ ଚୋରା ଗୁଟ୍‌ଖା ଓ ନକଲି ଜର୍ଦ୍ଦା କମ୍ପାନୀ ଉପରେ ଚଢ଼ାଉ। ଜଗତପୁର ଥାନା ଅନ୍ତର୍ଗତ ନୂତନ ଶିଳ୍ପାଞ୍ଚଳ ଅଞ୍ଚଳରେ ଜଗତପୁର ପୋଲିସ ଚଢାଉ କରିଛି।

୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗୁଟ୍‌ଖା, ଜର୍ଦ୍ଦା ଓ ପାନ ମସଲା ସହିତ ବିଭିନ୍ନ ସାମଗ୍ରୀ ଜବତ ହୋଇଛି। ଏହି ଘଟଣାରେ ପୋଲିସ୍ ଛାନ୍‌ଭିନ୍ ଆରମ୍ଭ କରିଛି।

   Related Posts