ବେଆଇନ୍ ଚୋରା ଗୁଟଖା ଓ ଜର୍ଦ୍ଦା କମ୍ପାନୀ ଉପରେ ଚଢ଼ାଉ
23/11/2020 at 4:54 PM

ଜଗତପୁର୨୩/୧୧: ବେଆଇନ ଚୋରା ଗୁଟ୍ଖା ଓ ନକଲି ଜର୍ଦ୍ଦା କମ୍ପାନୀ ଉପରେ ଚଢ଼ାଉ। ଜଗତପୁର ଥାନା ଅନ୍ତର୍ଗତ ନୂତନ ଶିଳ୍ପାଞ୍ଚଳ ଅଞ୍ଚଳରେ ଜଗତପୁର ପୋଲିସ ଚଢାଉ କରିଛି।

୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗୁଟ୍ଖା, ଜର୍ଦ୍ଦା ଓ ପାନ ମସଲା ସହିତ ବିଭିନ୍ନ ସାମଗ୍ରୀ ଜବତ ହୋଇଛି। ଏହି ଘଟଣାରେ ପୋଲିସ୍ ଛାନ୍ଭିନ୍ ଆରମ୍ଭ କରିଛି।
Related Posts
ଏବର୍ଷ ହେବନି ଓଳାଶୁଣୀ ଗୁମ୍ଫା ଯାତ୍ରା
25 January 2021
ବଲାଙ୍ଗୀର ଜିଲ୍ଲାର ଚାଷୀ କରିବେ ଟ୍ରାକ୍ଟର- ବାଇକ୍ ରାଲି
25 January 2021