Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

କଟକ : ଗୋଦାମରେ ଚଢଉ, ୭ କ୍ୱିଣ୍ଟାଲ ନକଲି ଚା’ ପତି ଜବତ, ଜଣେ ଅଟକ

6/01/2021 at 7:50 AM

କଟକ, ୦୬|୦୧:  ଲଗାତର ଭାବେ କଟକରେ ବିଭିନ୍ନ ନକଲି ଓ ଅପମିଶ୍ରିତ ଖାଦ୍ୟ ସାମଗ୍ରୀର କାରଖାନା ଠାବ ହେଉଛି । ବୁଧବାର ପୁଣି ସହରର ଏକ ଅପମିଶ୍ରିତ ଚା’ ଗୋଦାମ ଠାବ କରିଛି ପୋଲିସ ।

ସହରର ମୁକାମେଶ୍ୱର ଗାଁରୁ ଏକ ଚା’ ଗୋଦାମ ଠାବ ହୋଇଛି । ସଦର ପୋଲିସ ଏଠାରେ ଚଢାଉ କରି ବିପୁଳ ପରିମାଣର ଅପମିଶ୍ରିତ ସାମଗ୍ରୀ ଜବତ କରିଛି । ଏହାସହ ଜଣଙ୍କୁ ଅଟକ ମଧ୍ୟ ରଖାଯାଇଛି ।

ଚଢାଉ ବେଳେ ୭ କ୍ୱିଣ୍ଟାଲରୁ ଅଧିକ ନକଲି ଚା ପତି ଜବତ କରାଯାଇଛି । ଏଠାରେ ବିଭିନ୍ନ ବ୍ରାଣ୍ଡର ଚା ପତିକୁ ଅପମିଶ୍ରିତ କରାଯାଉଥିବା ସୂଚନା ମିଳିଛି ।

   Related Posts