Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ନକଲି ଶିକ୍ଷକ ଗିରଫ, ଜାଲ୍ ବିଇଡି ସାର୍ଟିଫିକେଟ୍ ଦେଇ କରୁଥିଲେ ଚାକିରୀ

4/11/2021 at 4:23 PM

ସାନଖେମୁଣ୍ଡି ୪।୧୧: ନକଲି ଶିକ୍ଷକ ଗିରଫ । ଗଞ୍ଜାମ ଜିଲ୍ଲା ଆସିକା ଗୋଷ୍ଠୀ ଅଧିକାରୀଙ୍କ ଏତଲା କ୍ରମେ ଆସିକା ପୋଲିସ ଦ୍ବାରା ଜଣେ ଜାଲ ଶିକ୍ଷକ ଗିରଫ ହୋଇଛନ୍ତି । ଶିକ୍ଷକ ପାଣ୍ଡିଆପଥର ସ୍କୁଲର ବାୟାମନ ପଣ୍ଡା ଜାଲ ବିଇଡି ସାର୍ଟିଫିକେଟ ଦେଇ ଚାକିରୀ କରୁଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ।

   Related Posts