Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

କଟକରୁ ପୁଣି ଠାବ ହେଲା ନକଲି ହଳଦୀ ଓ ଲଙ୍କା ଗୁଣ୍ଡ ତିଆରି କାରଖାନା, ୨ ଗିରଫ

15/11/2020 at 9:06 AM

କଟକ, ୧୫|୧୧  : କଟକରୁ ପୁଣି ଜବତ ହେଲା ନକଲି ସାମଗ୍ରୀ । ମାଲଗୋଦାମ ପରେ ଜଗତପୁରରୁ ଜବତ ହେଲା ଅପମିଶ୍ରିତ ହଳଦୀ ଓ ଲଙ୍କାଗୁଣ୍ଡ । ଜଗତପୁରର ଏକ କାରଖାନାରେ ଚଢାଉ କରି ବିପୁଳ ପରିମାଣର ଅପମିଶ୍ରିତ ହଳଦୀ ଏବଂ ଲଙ୍କା ଗୁଣ୍ଡ ଜବତ କରିଛି ।

ପାଖାପାଖି ୫୦ କୁଇଣ୍ଟାଲରୁ ଅଧିକ ଭେଜାଲ ସାମଗ୍ରୀ ଜବତ ହୋଇଛି । ଏଥି ସହିତ ନାମିଦାମୀ ଷ୍ଟିକର ସହ ବିପୁଳ କଞ୍ଚାମାଲ ଓ ମେସିନ୍ ଜବତ କରାଯାଇଛି।

ଜଗନ୍ନାଥ ଇଣ୍ଡଷ୍ଟ୍ରି ମନ୍ଦିର ନାଁରେ ବଜାରରେ ନକଲି ସାମଗ୍ରୀ ବିକ୍ରି ହେଉଥିଲା । ବିନା ଲାଇସେନ୍ସରେ କାରଖାନା ଚାଲିଥିବାବେଳେ ଚାଲିଥିଲା . ତେବେ ବାପି ପୃଷ୍ଟି ନାମକ ଜଣେ ବ୍ୟକ୍ତି କାରଖାନାକୁ ଚଳାଉଥିଲେ । ଏହି ଘଟଣାରେ ୨ଜଣଙ୍କୁ ପୋଲିସ ଅଟକ ରଖିଛି । ଏହାସହ ଅଧିକ ତଦନ୍ତ ଆରମ୍ଭ କରିଛି ପୋଲିସ ।

   Related Posts