Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ସୋରରେ ମହାସମାରୋହରେ ପାଳିତ ହେଉଛି ଦୁର୍ଗାପୂଜା

18/10/2018 at 9:53 AM

ବାଲେଶ୍ବର ୧୮|୧୦: ସୋରରେ ଦୂର୍ଗ।ପୂଜା ମହାସମାରୋହରେ ପାଳିତ ହେଉଅଛି । ଅଷ୍ଟମୀରେ ପ୍ରବଳ ଭିଡ ପରେ ନବମୀରେ ମଧ୍ୟ ଭିଡ ପ୍ରବଳ ପରିଲକ୍ଷିତ ହେଉଛି । ଶ୍ରଦ୍ଧାଳୁମାନେ ଲମ୍ବା ଲାଇନ୍ ଲଗାଇ ମଣ୍ଡପରେ ମା ଦୁର୍ଗ।ଙ୍କୁ ଦର୍ଶନ କରୁଛନ୍ତି । ସୋରରେ ୧୯ଟି ଦୁର୍ଗ। ମଣ୍ଡପରେ ମା ଦୂର୍ଗ।ଙ୍କ ପୂଜା ଅନୁଷ୍ଠିତ ହେଉଛି । ଆଇନ ଶୃଙ୍ଖଳା ପାଇଁ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

   Related Posts