Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା : ୩ ମୃତ, ଜଣେ ଆହତ

7/11/2021 at 10:07 AM

ଆନନ୍ଦପୁର, ୦୭/୧୧:  ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା । ୩ ମୃତ ଓ ଜଣେ ଆହତ । କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଅଞ୍ଚଳରେ ତିନୋଟି ଦୁର୍ଘଟଣା ଘଟି ଅନେକ ମୃତାହତ ହୋଇଛନ୍ତି ।

ସୂଚନାନୁସାରେ, ଆନନ୍ଦପୁର ଥାନା ଅନ୍ତର୍ଗତ ଶିଳ୍ପାବେଢା ଛକ ଦୁର୍ଘଟଣା ଘଟି ଜଣେ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି ।  ସେହିପରି ପୁଣାପାଣିରେ ଆଉ ଏକ ଦୃର୍ଘଟଣା ଘଟିଛି । ଏଥିରେ ଜଣେ ଜୀବନ ହାରିଛନ୍ତି । ଆହୁରି ମଧ୍ୟ ଘଷିପୁରା ଥାନା ଧକୋଠା ଠାରେ ଅନ୍ୟ ଏକ ଦୃର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି ।   

   Related Posts