Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ମଦ ପିଇ ବାଇକ୍ ଚଳାଉଥିଲେ, ଅନ୍ୟ ଏକ ମୋଟର ସାଇକେଲକୁ ଦେଲେ ଧକ୍କା : ୩ ଗୁରୁତର

2/07/2021 at 10:08 AM

ଚାନ୍ଦବାଲି, ୦୨/୦୭: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଆରଡ଼ି ମୁଖ୍ୟ ରାସ୍ତା କୁଲିବିନ୍ଧା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ  ୩ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କୁ  ଚାନ୍ଦବାଲି ମେଡ଼ିକାଲରୁ କଟକ ସ୍ଥାନାନ୍ତର କରାଯାଇଛି ।

ମଦ ପିଇ ଗାଡି ଚଳାଇବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ସୂଚନା ଅନୁସାରେ, ମଦ୍ୟପାନ କରି ଦୁଇ ଯୁବକ ଚାନ୍ଦବାଲିରୁ ତେୁଲିଡ଼ିହି ଯାଉଥିଲେ । ଏହି ସମୟରେ କୁଲିବିନ୍ଧା ନିକଟରେ ବୀପରିତ ଦିଗରୁ ଆସୁଥିବା ଅନ୍ୟ ଜଣେ ବାଇକ ଆରୋହୀଙ୍କୁ ସେମାନେ ଧକ୍କା ଦେଇଥିଲେ । ଏହି ଦୁର୍ଘଟଣାରେ ୩ ଜଣଙ୍କୁ  ଗରୁତ୍ବର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଚାନ୍ଦବାଲି ମେଡ଼ିକାଲରେ ଭର୍ତ୍ତି କରିଥିଲେ , ସେମାନଙ୍କ ମଧ୍ୟରୁ ୨ ଜଣକୁ କଟକ ସ୍ଥାନାନ୍ତର କରାଯାଇଛି ।

   Related Posts