Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ତପ୍ତପାଣି ଘାଟିରେ ପେପର୍ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ, ଦିଗପହଣ୍ଡିରେ ଟିପର-ବାଇକ୍ ମଧ୍ୟରେ ଧକ୍କା, ଜଣେ ମୃତ

21/02/2021 at 2:34 PM

ସାନଖେମୁଣ୍ଡି, ୨୧।୦୨: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ପାଟପୁର ଥାନା ତପ୍ତପାଣି ଘାଟିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ପେପର ବୋଝେଇ ଟ୍ରକ ଦୁର୍ଘଟଣାଗସ୍ତ ହୋଇଥିବା ସୂଚନା ମିଳିଛି।

ଟ୍ରକଟି ଗଜପତିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ତପ୍ତପାଣି ଘାଟିରେ ଦୁର୍ଘଟଣାର ଶିକାର ହୋଇଥିଲା। ଏଥିରେ ଡ୍ରାଇଭର ଓ ହେଲପର ଆହତ ହୋଇଥିବା ସୂଚନା ମିଳିଛି।ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସେହିପରି ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତା  କୁରେଇଶୁଣୀ ମନ୍ଦିର ନିକଟରେ ଏକ ଟିପର ଗୋଟିଏ ମୋଟର ସାଇକେଲକୁ ଧକ୍କା ଦେଇଛି  । ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇ ପଡିଛନ୍ତି।ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ମୃତକଜଣଙ୍କ ବ୍ରହ୍ମପୁରର ବୋଲି ସୂଚନା ମିଳିଛି ।

   Related Posts