Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଟାଟା ଏସିଇକୁ ଧକ୍କା ଦେଲା ବସ, ଜଣେ ଗୁରୁତର

14/11/2021 at 1:02 PM

ନିଆଳି, ୧୪|୧୧: କଟକ ଜିଲ୍ଲା ଫୁଲନଖରା-ନିଆଳି ଦେଇ ଯାଇଥିବା ୬୦ ନଂ ରାଜ୍ୟ ରାଜପଥରେ ଦୁର୍ଘଟଣା ।  ଓଲଟପୁର ଥାନା ଅଧିନ ଇଛାପୁର ଲିଙ୍ଗା ପୋଲ ଠାରେ ଏକ ଯାତ୍ରୀବାହି ବସ ଓ ଟାଟା ଏସି ମଧ୍ୟର ମୁହାଁମୁହିଁ ଦୁର୍ଘଟଣା ଘଟିଛି ।

ଧକ୍କା ହେବା ଫଳରେ ଗାଡି ଦୁଇଟି କ୍ଷତିଗ୍ରସ୍ତ ହେବା ସହ ଟାଟା ଏସିଇ ଚାଳକ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାରର କରି ଅଡଶପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ନିମନ୍ତେ ପଠାଇଥିଲେ । ଓଲଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ପାଇଁ କିଛି ସମୟ ଯାତାୟତ ବାଧାପ୍ରାପ୍ତ ହୋଇଥିବା ଜଣାପଡିଛି ।

   Related Posts