Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ଶ୍ୱଶୂର ଘରକୁ ଗଲାବେଳେ ଭାରସାମ୍ୟ ହରାଇଲା ବାଇକ୍, ଜୀବନ ହାରିଲେ ଯୁବକ

5/11/2021 at 11:02 AM

ରାଇରଙ୍ଗପୁର ୦୫/୧୧:  ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜୀବନ ହାରିଲେ ଯୁବକ । ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଗୋରୁମହିଷାଣୀ ରାସ୍ତାରେ ।

ସୂଚନାନୁସାରେ,  ବାଦାମପାହାଡ ଥାନା ଅନ୍ତର୍ଗତ ଟିମଟିମା ଗ୍ରାମର ଭୈରବ ବିନ୍ଧାଣି ନାମକ ଯୁବକ ଗୁରୁବାର ଗୋରୁମହିଷାଣି  ସ୍ଥିତ ଶ୍ୱଶୂର ଘରକୁ ନିଜ ବାଇକରେ ଯାଉଥିଲେ । ଏହି ସମୟରେ ରାଇରଙ୍ଗପୁର-ଗୋରୁମହିଷାଣୀ ରାସ୍ତା ବଡ଼ ଗାଁ ନିକଟରେ ବାଇକ୍ ଭାରସାମ୍ୟ ହରାଇଥିଲା । ଏହା ସହିତ ସେ ଦୁର୍ଘଟଣା ଶିକାର ହୋଇଥିଲେ।। ଗୁରୁତର ଅବସ୍ଥାରେ ଗାଁ ଲୋକେ ତାଙ୍କୁ ରାଇରଙ୍ଗପୁର ଡାକ୍ତରଖାନାକୁ ଆଣିଥିଲେ । ତେବେ ଡାକ୍ତର ମୃତ ଘୋଷଣା କରିଥିଲେ ।

   Related Posts