Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ସ୍କୁଟିରେ ଯାଉଥିଲେ ମାଆ ଓ ଝିଅ, ଅଧାବାଟରେ ଧକ୍କା ଦେଲା ଜେସିବି

13/04/2021 at 9:21 AM

ଅନୁଗୁଳ ୧୩।୦୪: ସ୍କୁଟିକୁ ପିଟିଲା ଜେସିବି । ଅନୁଗୁଳ କୁକୁଡାଙ୍ଗ ବ୍ରିଜ ନିକଟରେ ଘଟିଛି ଦୁର୍ଘଟଣା । ଏହି ଦୁର୍ଘଟଣାରେ ମା ଓ ଝିଅ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ଅନୁଗୁଳ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ମାଓ ସଞ୍ଜୁଲତା ଓ ଝିଅ ସ୍ନେହଲତା ସ୍କୁଟି ଯୋଗେ କୌଣସି କାମରେ ଯାଉଥିଲେ । ଅନୁଗୁଳ କୁକୁଡ଼ାଙ୍ଗ ବ୍ରିଜ ନିକଟରେ ସ୍କୁଟିକୁ ଧକ୍କା ଦେଇଥିଲା ଜେସିବି ଗାଡି । ଯାହାଫଳରେ ମାଆ ଓ ଝିଅ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ମାଆ ସଞ୍ଜୁଲତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼଼ ମେଡିକାଲକୁ ସ୍ଥାନାନ୍ତିରତ କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି ।

   Related Posts