Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ନଦୀ ବନ୍ଧରେ ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌, ଗାଡିରେ ଥିଲେ ଶ୍ରମିକ

16/09/2021 at 10:04 AM

ଭଦ୍ରକ ୧୬।୦୯: ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ବିରିଡ଼ି ନିକଟରେ ଓଲଟିଲା ପିକ୍‌ଅପ୍ ଭ୍ୟାନ୍‌ । ଦୁର୍ଘଟଣାରେ କିଛି ଶ୍ରମିକ ଆହତ ହୋଇଥିବା ଜଣାପଡିଛି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, କିଛି ଶ୍ରମିକଙ୍କୁ ନେଇ ଫେରୁଥିବା ସମୟରେ ଭଣ୍ଡାରିପୋଖରୀ ବ୍ଲିକ ବିରିଡ଼ି ନିକଟରେ ଓଲଟିଲା ପିକ୍‌ଅପ୍ ଭ୍ୟାନ୍‌ । ବୈତରଣୀ ନଦୀ ବନ୍ଧରେ ଓଲଟିପଡିଛି ପିକ୍‌ଅପ୍ ଭ୍ୟାନ୍‌ । ଗାଡି ଡ୍ରାଇଭରଙ୍କ ସହ ସମସ୍ତେ ସୁରକ୍ଷିତ ଥିବା ଜଣାପଡିଛି । କିନ୍ତୁ କିଛି ଶ୍ରମିକ ସାମାନ୍ୟ ଆହତ ହୋଇଛନ୍ତି ।ସେମାନଙ୍କୁ ପ୍ରାଥମିକ ଚିକିତ୍ସା ନିମନ୍ତେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି ।

   Related Posts