Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଘନ କୁହୁଡ଼ି ହେଲା କାଳ : ଟ୍ରକ ସହ କାର୍‌ର ଧକ୍କା , ୪ ଗୁରୁତର

25/01/2021 at 9:22 AM

ଚଣ୍ଡିଖୋଲ ୨୫।୦୧: ଘନ କୁହୁଡି ଲାଗି ଦୁର୍ଘଟଣା । ଯାଜପୁର ଜିଲ୍ଲା ଚଣ୍ଡିଖୋଲ ୧୬ନମ୍ବର ଜାତୀୟ ରାଜପଥ ବନ୍ଦାଳ ଛକ ନିକଟରେ ଦୁର୍ଘଟଣା ଘଟିଛି । ଟ୍ରକ ସହ କାର୍‌ ଧକ୍କା ହୋଇଛି । ଯାହାଫଳରେ କି ୪ଜଣ ଗୁରୁତର ଥିବା ଜଣାପଡିଛି ।

ଖବର ଅନୁଯାୟୀ, ଆଜି ଭୋର ସମୟ କୋଲକାତାରୁ କଟକ ଅଭିମୁଖେ ଏକ କାର୍‌ ଯାଉଥିଲା । କିନ୍ତୁ ଘନ କୁହୁଡ଼ି ଲାଗି ବନ୍ଦାଳ ଛକ ନିକଟରେ ରାସ୍ତା ପାର୍‌ ହେଉଥିବା ବେଳେ ଟ୍ରକକୁ ଧକ୍କା ଦେଇଥିଲା । ଦୁର୍ଘଟଣା ସମୟରେ କାର୍‌ ଥିବା ଯାତ୍ରୀଙ୍କ ମଧ୍ୟରୁ ୪ଜଣ ଅବସ୍ଥା ଗୁରୁତର ହୋଇଥିବା ବେଳେ ୨ଜଣ ସାମାନ୍ୟ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଆହତ ଯାତ୍ରୀଙ୍କ ମଧ୍ୟରୁ ୨ଜଣ ମହିଳା ଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତରଙ୍କୁ ବଡଚଣା ମେଡିକାଲରେ ଭର୍ତ୍ତି କରିଛନ୍ତି । ଟ୍ରକକୁ ଜବତ କରିଛି ବଡ଼ଚଣା ଥାନା ପୋଲିସ ।

   Related Posts