Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଗଛରେ ପିଟିହେଲା ବସ୍‌, କୋଭିଡ଼ ଡ୍ୟୁଟି ପାଇଁ ବଲାଙ୍ଗୀର ଯାଉଥିଲେ ୧୯ ଛାତ୍ରଛାତ୍ରୀ

8/05/2021 at 10:23 AM

ନୟାଗଡ଼ ୦୮।୦୫: ଗଛରେ ପିଟିହେଲା ବସ୍। ଡ୍ରାଇଭର ସହିତ ତିନି ଡାକ୍ତରୀ ଛାତ୍ର ଆହତ । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ନୟାଗଡ଼ା ଜିଲ୍ଲା ବାଣିଗୋଚ୍ଛା ଥାନା ଦୁର୍ଗାପ୍ରସାଦ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ବାଣିଗୋଛା ଥାନା ଦୁର୍ଗାପ୍ରସାଦ ନିକଟରେ ଘଟିଛି ଦୁର୍ଘଟଣା । ଏସସିବିର ଶେଷ ବର୍ଷର ୧୯ ଛାତ୍ରଛାତ୍ରୀ ଏକ ସରକାରୀ ବସରେ କୋଭିଡ୍ ଡ୍ୟୁଟି ପାଇଁ ବଲାଙ୍ଗୀର ଅଭିମୁଖେ ଯାଉଥିଲେ । ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ଦୁର୍ଗାପ୍ରସାଦ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା । ଯାହାଫଳରେ ଗାଡିରେ ଥିବା ରେଷ୍ଟ ଡ୍ରାଇଭର୍ ଏବଂ ତିନିଜଣ ଛାତ୍ର ଆହତ ହୋଇଥିଲେ । ଖବରପାଇ ବାଣିଗୋଛା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଏବଂ ସମସ୍ତ ଛାତ୍ରଛାତ୍ରୀଙ୍କୁ ଦଶପଲ୍ଲା ପଠାଇଥିଲେ । ଦଶପଲ୍ଲା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ  ଆହତମାନେ ଫେରିଯାଇଛନ୍ତି ।

   Related Posts