Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଭାରସାମ୍ୟ ହରାଇ ଟ୍ରକ ଚକା ତଳେ ପଶିଗଲେ ବାଇକ୍ ଚାଳକ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

18/01/2021 at 5:40 PM

ଚୌଦ୍ବାର୧୮/୧: ଭାରସାମ୍ୟ ହରାଇ ଟ୍ରକ ଚକା ତଳେ ପଶିଗଲେ ବାଇକ ଚାଳକ। ଚୌଦ୍ୱାର ନୂଆପାଟଣା କଫି ବାର ନିକଟରେ ଏହି ଦୁର୍ଘଟଣା ଘଟିଛି l ଗୁରୁତର ଅବସ୍ଥାରେ ବାଇକ ଚାଳକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚୌଦ୍ବାରା ଥାନା ପିସିଆର ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତର ବାଇକ ଚାଳକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରିନାହିଁ। ଦୁର୍ଘଟଣା ଘଟାଇଥିବା ଟ୍ରକ ନମ୍ବର OR-02U-0324 । ବର୍ତ୍ତମାନ ଘଟଣାସ୍ଥଳରେ ଚାପା ଉତ୍ତେଜନାଦ ଦେଖାଯାଇଛି।

   Related Posts