Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

କାର୍‌ ଓ ବସ୍‌ ମଧ୍ୟରେ ଦୁର୍ଘଟଣା : ୫ମୃତ, ୪ ଆହତ

26/02/2020 at 9:19 AM

ରାମପୁର ୨୬।୦୨: କାର୍-ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଯାଇଛି । ଉତ୍ତରପ୍ରଦେଶର ରାମପୁର ଶାହବାଦ ଅଞ୍ଚଳରେ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ବୁଧବାର ଦିନ ସକାଳ ସମୟରେ ରାମପୁରର ଶାହବାଦ ରାସ୍ତାରେ ଯାତ୍ରାବାହୀ ଯାତ୍ରା କରୁଥିଲା । କିନ୍ତୁ ଯାତ୍ରା ସମୟରେ ହଠାତ୍‌ ଏକ କାର୍‌ ସହିତ ଧକ୍କା ହୋଇଥିଲା । ଦୁର୍ଘଟଣା ଏତେ ଭୀଷଣ ଥିଲେ ଯେ, ଦୁର୍ଘଟଣା ପରେ ରାସ୍ତା କଡରେ ଥିବା ଗସ୍ତ ସହିତ ପିଟି ହୋଇଯାଇଥିଲା କାର୍‌ । ଦୁର୍ଘଟଣା ଦ୍ବାରା ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଥିବେଳେ ୪ଜଣଙ୍କ ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲେ । କିନ୍ତୁ ମେଡିକାଲରେ ଜଣେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଛି । ଅନ୍ୟ ୩ଜଣଙ୍କ ଚିକିତ୍ସା ମେଡିକାଲରେ ଚାଲିଛି । ଦୁର୍ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ପୋଲିସ ଘଟଣାସ୍ଥଳରୁ ମୃତଦେହକୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ପଠାଇଛି । ଶବ ବ୍ୟବେଚ୍ଛେଦ ପାଇଁ ପୋଲିସ ପଠାଇଥିବାର ସୂଚନା ମିଳିଛି ।  ଘଟଣାର ଯାଞ୍ଚ କରାଯାଉଛି , ରିପୋର୍ଟ ଆସିବା ପରେ ସତ୍ୟାସତ୍ୟ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି ।

   Related Posts