Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ଘାଟିରେ ଓଲଟିଲା ଅଗ୍ନିଶମ ଗାଡି, ୪ କର୍ମଚାରୀ ଆହତ

7/03/2021 at 2:18 PM

ଚିତ୍ରକୋଣ୍ଡା୦୭।୦୩: ଘାଟିରେ ଓଲଟିଲା ଗାଡି ।  ମାଲକାନଗିରି ଖଇରପୁଟ ବ୍ଲକ ମୁଦୁଲିପଡା ଗାଁ ବଣ୍ଡା ଘାଟିରେ ଅଗ୍ନିଶମ ଗାଡି ଦୁର୍ଘଟଣାଗ୍ରସ୍ତ । ଅଗ୍ନିଶମ ବିଭାଗ ଗାଡି ଓଲଟି ୪ କର୍ମଚାରୀ ଆହତ ।

ମୁଡୁଲିପଡ଼ା ଠାରେ ହେଲିପେଡ କାର୍ଯ୍ୟ ସାରି ଫେରିବା ସମୟରେ ରାସ୍ତାରେ ଭାରସାମ୍ୟ ହରାଇ ଗାଡିଟି ଓଲଟି ପଡିଥିଲା। ଫଳରେ ଗାଡ଼ିରେ ଥିବା ୪ ଜଣ କର୍ମଚାରୀ ଆହତ ହୋଇଥିଲେ । ଏହି ଆହତ କର୍ମଚାରୀମାନଙ୍କୁ ପ୍ରଥମେ ଖାଇରପୁଟ ଚିକିତ୍ସାଲୟରେ ପ୍ରାଥମିକ ଚିକିତ୍ସା ପରେ ମାଲକାନଗିରି ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଡିଜି ଅଭୟଙ୍କ ବଣ୍ଡା ଘାଟି ବିଏସଏଫ୍ କ୍ୟାମ୍ପ କାର୍ଯ୍ୟକ୍ରମ ସାରି ଫେରିବା ବାଟରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।

   Related Posts